Home Oriya Odia Dictionary

Download Oriya Odia Dictionary APP

Acceptance Oriya Odia Meaning

ଅଙ୍ଗୀକାର, ଗ୍ରହଣ, ମଞ୍ଜୁର, ସ୍ୱୀକାର

Definition

କୌଣସି କାମ କରିବା ପୁର୍ବରୁ ସେ ସଂପର୍କରେ ବଡ଼ମାନଙ୍କ ସହିତ ମିଶି ବା ତାଙ୍କଠାରୁ ଆଜ୍ଞାରୂପରେ ନିଆଯାଉଥିବା ସ୍ୱୀକୃତି
ସ୍ୱୀକାର କରିବା କ୍ରିୟା ବା ଭାବ
ଏପରି କାମ ଯାହା କୌଣସି ବିଧିବିଧାନର ବିରୋଧାଚରଣ କରେ ଏବଂ ଯାହାପାଇଁ କର୍ତ୍ତାକୁ

Example

ବଡ଼ମାନଙ୍କର ଅନୁମତି ବିନା କୌଣସି ବି କାମ କରିବା ଉଚି‌ତ ନୁହେଁ
ଏହି ଯୋଜନାକୁ ଚାଲୁ କରିବାପାଇଁ ଭାରତ ସରକାର ସ୍ୱୀକୃତି ଦେଇଛନ୍ତି
ବାଳଶ୍ରମିକଙ୍କୁ କାମରେ ଲଗାଇବା ଏକ ଅପରାଧ
ମୁଁ ପଞ୍ଚାୟତଦ୍ୱାରା ସ୍ୱୀକୃତ କାର୍ଯ୍ୟ ହିଁ କର