Home Oriya Odia Dictionary

Download Oriya Odia Dictionary APP

Cognizance Oriya Odia Meaning

ଜଣାଶୁଣା , ଜାଣତ, ଜାଣତି, ଜ୍ଞାତସାର

Definition

ପ୍ରତ୍ୟେକ ବସ୍ତୁ ଓ ବିଷୟରେ ମନ ବା ବିବେକର ଅବଗତି
ଜାଣିବା ବା ବିଜ୍ଞହେବା ଅବସ୍ଥା ବା ଭାବ
ଯେଉଁ କଥା କାହାରିକୁ କୌଣସି ବିଷୟକ ଜ୍ଞାନ ଦେବାପାଇଁ ବା ଜଣେଇବାପାଇଁ କୁହାଯାଏ
ଲୁଚା ହୋଇଥିବା କିମ୍ବା ହଜିଥିବା ଜିନିଷକୁ ଖୋଜିବାର କ୍ରିୟା ବା ଭାବ

Example

ତାଙ୍କର ସଂସ୍କୃତରେ ଭଲ ଜ୍ଞାନ
ମୋ ଜ୍ଞାତସାରରେ ହିଁ ଏହି କାମ ହୋଇଛି
ପୋଲିସ ହତ୍ୟାକାରୀକୁ ଖୋଜୁଛନ୍ତି
ମୁଁ ତାର ଠିକଣା ଖୋଜି ସେଠାରେ ପହଞ୍ଚିଲି
ଭୁଲ ଠିକଣା ଲେଖା ହୋଇଥିବା ହେତୁ ଡାକବାଲା ଅନ୍ୟର