Home Oriya Odia Dictionary

Download Oriya Odia Dictionary APP

Cooperation Oriya Odia Meaning

ସହଯୋଗ, ସହଯୋଗିତା, ସହାୟତା

Definition

କୌଣସି କାର୍ଯ୍ୟରେ ଏପରି ଯୋଗଦେବା କ୍ରିୟା ଯାହାଦ୍ୱାରା ସେହି କାର୍ଯ୍ୟ ଶିଘ୍ର ଓ ଠିକ୍‌ ରୂପରେ ହୋଇପାରିବ
ଏକରୁ ଅଧିକ ଲୋକ ବା ଲୋକସମୂହ ଏକାଠି ମିଶି କୌଣସି କାର୍ଯ୍ୟ କରିବା ପ୍ରକ୍ରିୟା

Example

ଏହି କାମ କରିବାପାଇଁ ସେ ମୋତେ ସାହାଯ୍ୟ କଲା
ଚାରୋଟି ଦେଶର ସହଯୋଗରେ ଏହି ସମ୍ମିଳନୀର ଅୟୋଜନ କରାଯାଇଛି