Home Oriya Odia Dictionary

Download Oriya Odia Dictionary APP

Council Oriya Odia Meaning

ପରିଷଦ

Definition

ପ୍ରାଚୀନ କାଳର ବିଦ୍ୱାନ ବ୍ରାହ୍ମଣମାନଙ୍କ ସଭା ଯେଉଁଥିରେ ରାଜା ସମୟେ ସମୟେ କୌଣସି ବିଷୟ ଉପରେ ମସୁଧା ଦେବାପାଇଁ ଆୟୋଜନ କରୁଥିଲେ
ନିର୍ବାଚିତ କିମ୍ବା ନିଯୁକ୍ତ ସଦସ୍ୟମାନଙ୍କର ସଭା
ଯେଉଁ ସମି

Example

ରାଜା ପରିଷଦଠାରୁ ପରାମର୍ଶ ମାଗିଲେ
ପରିଷଦରେ ସମସ୍ତ ନିର୍ବାଚିତ ସଦସ୍ୟ ଉପସ୍ଥିତ ନ ଥିଲେ
ପରିଷଦର ନିର୍ଣ୍ଣୟ ସର୍ବମାନ୍ୟ ହେବ
ପରିଷଦରେ ବିଭିର୍ନ୍ନ ଦାବି ଉପରେ ବିଚାର-ବିମର୍ଷ ହେଲା