Home Oriya Odia Dictionary

Download Oriya Odia Dictionary APP

Double Entendre Oriya Odia Meaning

ଶ୍ଳେଷ, ଶ୍ଳେଷ ଅଳଙ୍କାର

Definition

କୌଣସି ବାକ୍ୟ ଆଦିରେ ବ୍ୟବହୃତ ଯେଉଁ ଶବ୍ଦ, ବାକ୍ୟାଶଂ ଆଦିରୁ ଏକାଧିକ ଅର୍ଥ ମିଳେ
ସାହିତ୍ୟରେ ଏକ ଶବ୍ଦାଳଙ୍କାର ଯେଉଁଥିରେ ଏଭଳି ଶବ୍ଦର ପ୍ରୟୋଗ ହୁଏ, ଯାହାର ଅନେକ ଅର୍ଥ ଥାଏ ଏବଂ ସେଗୁଡ଼ିକ ପ୍ରସଙ୍ଗ ଅନୁସାରେ

Example

ସୁବର୍ଣ୍ଣକୁ ଖୋଜି ବୁଲୁଥିବା କବି, ବ୍ୟଭିଚାରୀ,ଚୋର ରେ ସୁବର୍ଣ୍ଣ ହେଉଛି ଶ୍ଳେଷ
ମଧୁବନର ଛାତିକୁ ଦେଖ,କେତେ କଳିକା ଫୁଟିଛି""ରେ କଳିକାର ଦୁଇଟି ଅର୍ଥ ଅଛି, ଗୋଟିଏ ଫୁଲ ଫୁଟିବା ପୂର୍ବର ଅବସ୍ଥା ତଥା ଅନ୍ୟଟି ନବଯୌବନା ନିମନ୍ତେ ଉଦ୍ଦିଷ୍ଟ-ଏଥିପ