Home Oriya Odia Dictionary

Download Oriya Odia Dictionary APP

Expulsion Oriya Odia Meaning

ବହିଷ୍କରଣ, ବହିଷ୍କାର

Definition

କୌଣସି ବିଷୟରେ, କାହା ସହିତ ମତଭେଦ ହେଲାପରେ ବିରୋଧ ବା ଅସନ୍ତୋଷ ପ୍ରକଟ କରିବା ପାଇଁ ତାହାର ତ୍ୟାଗ
କାହାରିକୁ ଦଣ୍ଡଦେଇ କୌଣସି ସ୍ଥାନ, କ୍ଷେତ୍ର ଆଦିରୁ ବାହାରକରିବା ବା ଦୂରକରିବା
ବାହାର କରିବା ବା ନିକାଲିବ

Example

ଗାନ୍ଧିଜୀ ବିଦେଶୀ ବସ୍ତୁଗୁଡ଼ିକୁ ବହିଷ୍କାର କରିଥିଲେ
ଅଛୁଆଁ ଜାତିର ଝିଅସହିତ ବିବାହ କରିବାରୁ ମଙ୍ଗୁଳୁର ଜାତିରୁ ବହିଷ୍କାର ହେଲା
ଅନ୍ୟ ଜାତିର ଝିଅକୁ ବିବାହ କରିଥିବା କାରଣର ସମାଜ ରାମୁକୁ ବହିଷ୍କାର କଲା
ବର୍ଷାର ପାଣି