Home Oriya Odia Dictionary

Download Oriya Odia Dictionary APP

Family Name Oriya Odia Meaning

ସାଂଜ୍ଞା

Definition

କୌଣସି ବ୍ୟକ୍ତିର ପ୍ରକୃତ ବା ମୁଖ୍ୟ ନାମ ଶେଷରେ ରହୁଥିବା ଶବ୍ଦ ଯାହା ତାହାର ବଂଶ, ପରିବାର, ବୃତ୍ତିଆଦିର ସୂଚକ ହୋଇଥାଏ

Example

ମୋହନ ନିଜ ନାମ ସହିତ ସଂଜ୍ଞା ଲେଖୁନାହିଁ