Home Oriya Odia Dictionary

Download Oriya Odia Dictionary APP

Get In Oriya Odia Meaning

ଆସିବା, ଉପସ୍ଥିତ ହେବା, ପଶିବା, ପ୍ରବେଶ କରିବା, ଭିତରକୁ ଆସିବା

Definition

ଗୋଟିଏ ସ୍ଥାନରୁ ଆସି ଅନ୍ୟ ସ୍ଥାନରେ ଉପସ୍ଥିତ ହେବା
ଭିତରକୁ ଯିବା
ବିନା ଅଧିକାରରେ କୌଣସି ଜାଗାରେ ପହଞ୍ଚିଯିବା
କୌଣସି ସ୍ଥାନ ପର୍ଯ୍ୟନ୍ତ ବିସ୍ତାରିତ ହେବା
ଏକ ଅବସ୍ଥାରୁ ଅନ୍ୟ ଅବସ୍ଥାକୁ ପ୍ରାପ୍ତ ହେବା

Example

ଗୋଟିଏ ଚୋର ଅଗଣାରେ ପଶିଛି
ବନ୍ୟାର ପାଣି ଗାଁ ପର୍ଯ୍ୟନ୍ତ ପହଞ୍ଚିଗଲା
ରହିମ ଏବେ ମରଣାସନ୍ନ ଅବସ୍ଥାରେ ପହଞ୍ଚିଛନ୍ତି
ମୁଁ ବହୁତ କଷ୍ଟରେ ଏହି କଥାର ମୂଳରେ ପହଞ୍ଚିଲି