Home Oriya Odia Dictionary

Download Oriya Odia Dictionary APP

Give Up Oriya Odia Meaning

ଛାଡି ଦେବା, ଛାଡିଦେବା, ଜିମା କରିବା, ତ୍ୟାଗ କରିବା, ଦାୟିତ୍ବ ଦେବା, ନ୍ୟସ୍ତ କରିବା

Definition

ନିଜର ଅଧିକାର, ପ୍ରଭୁତ୍ୱ ଅବା ସ୍ୱାମୀତ୍ୱ ଛଡ଼ାଇ ନେବା କିମ୍ବା ଅଧିକାର, ପ୍ରଭୁତ୍ୱଆଦିରୁ ଦୂରେଇ ଯିବା
କୌଣସି ବସ୍ତୁ କିମ୍ବା ପ୍ରାଣୀଙ୍କଠାରୁ ସଂବନ୍ଧ ଛିନ୍ନ କରିବାର କ୍ରିୟା ବା ଭାବ
ଉପଯୋଗ ବା ସେବନ ନ କରିବା (ଯାହା ଆଗରୁ କରାଯାଉଥିଲା)

Example

ସ୍ତ୍ରୀ ତଥା ପିଲାମାନଙ୍କୁ ପରିତ୍ୟାଗ କରିବାପରେ ସେ କେବେ ସୁଖୀ ହୋଇ ରହି ପାରିଲା ନାହିଁ
ମୋହନ ଦୁଇମାସ ପୂର୍ବରୁ ହିଁ ମଦ ପିଇବା ଛାଡ଼ିଦେଇଛି