Home Oriya Odia Dictionary

Download Oriya Odia Dictionary APP

Hassle Oriya Odia Meaning

ଅସୁବିଧା, ଜଂଜାଳ, ଝଞ୍ଝଟ, ଝାମେଲା, ପୀଡିତ କରିବା, ମାରପିଟ, ହଇରାଣ କରିବା

Definition

ମନର ଅପ୍ରିୟ ବା କଷ୍ଟ ହେଲାଭଳି ଅବସ୍ଥା ବା କଥା ଯେଉଁଥିରୁ ମୁକ୍ତି ପାଇବା ପାଇଁ ସ୍ୱାଭାବିକ ପ୍ରବୃତ୍ତି ସୃଷ୍ଟି ହୋଇଥାଏ
ଶରୀରରେ ଚୋଟ ଲାଗିବା, ମଚକି ଯିବା ଓ ଘା’ଆଦି ହେବା

Example

ରୋଗୀର ଦରଜ ଦିନକୁଦିନ ବଢ଼ିଚାଲିଛି
ଉଦବିଗ୍ନତା କାରଣରୁ ଏହି କାର୍ଯ୍ୟରେ ମୁଁ ନିଜର ମନୋନିବେଶ କରିପାରୁନାହିଁ
ଗୀତାର ବାହାଘର ପରେ ଗୀତାର ଶାଶୁଘର ଲୋକ ତାକୁ ବହୁତ ହଇରାଣ କଲେ
ଆପଣ ନିଜର ଅସୁବିଧା