Home Oriya Odia Dictionary

Download Oriya Odia Dictionary APP

Incommode Oriya Odia Meaning

ଅସୁବିଧାରେ ପକାଇବା, ଗୋଳମାଳରେ ପକାଇବା, ଜଞ୍ଜାଳରେ ପକାଇବା, ଝଞ୍ଜଟରେ ପକାଇବା, ସମସ୍ୟାରେ ପକାଇବା, ହଇରାଣ କରିବା

Definition

କାହାକୁ ମାନସିକ ବା ଶାରୀରିକ ସ୍ତରରେ ପୀଡ଼ିତ କରିବା

Example

ଗୀତାର ବାହାଘର ପରେ ଗୀତାର ଶାଶୁଘର ଲୋକ ତାକୁ ବହୁତ ହଇରାଣ କଲେ