Home Oriya Odia Dictionary

Download Oriya Odia Dictionary APP

Investigation Oriya Odia Meaning

ଅନୁସନ୍ଧାନ, ଅନ୍ବେଷଣ, ଆକଳନ, ଯାଞ୍ଚ

Definition

କୌଣସି ବିଷୟର ଅଭିନବ ଅନୁଶୀଳନ କରି ସେ ସଂପର୍କିତ ନୂତନ ତଥ୍ୟ ଜାଣିବା ପ୍ରକ୍ରିୟା
କୌଣସି ଘଟଣା କିମ୍ବା ବିଷୟରେଥିବା ମୂଳ କାରଣର ରହସ୍ୟ ଅନ୍ୱେଷଣ କରିବାର କ୍ରିୟା
ଚିକିତ୍ସକଙ୍କର ରୋଗୀକୁ ପରୀ

Example

ବୈଜ୍ଞାନିକ ଅନୁସନ୍ଧାନର ଫଳ ହେଉଛି ରୋବଟ୍‌
ଏହି ଘଟଣାର ଯାଞ୍ଚ ଉଚ୍ଚ ଅଧିକାରୀଙ୍କଦ୍ୱାରା କରାଯିବ
ଏହି ରୋଗୀକୁ ଜଣେ ବଡ ଚିକିତ୍ସକଙ୍କ ଦ୍ୱାରା ପରୀକ୍ଷା କରାଇବା ଦରକାର
ମୋତେ ରକ୍ତ ପରୀକ୍ଷା କରାଇବାକୁ ପଡ଼ିବ