Home Oriya Odia Dictionary

Download Oriya Odia Dictionary APP

Offend Oriya Odia Meaning

ଅପ୍ରିୟ ଲାଗିବା, କଣ୍ଟା ଫୋଡିବା, ଖଟକା ଲାଗିବା, ଖରାପ ଲାଗିବା

Definition

ଯେଉଁ କଥା ବା କାର୍ଯ୍ୟରେ କାହାରି ମାନ ବା ପ୍ରତିଷ୍ଠା ଉଣା ହୁଏ
କାହାକୁ ମାନସିକ ବା ଶାରୀରିକ ସ୍ତରରେ ପୀଡ଼ିତ କରିବା
ଜାଣିଶୁଣି କୌଣସି ଏଭଳି କାମ କରିବା ବା କଥା କହିବା ଯେ

Example

ଗୀତାର ବାହାଘର ପରେ ଗୀତାର ଶାଶୁଘର ଲୋକ ତାକୁ ବହୁତ ହଇରାଣ କଲେ
ମଂଜୁଳା ତା ସାନ ଭାଇକୁ ବହୁତ ଚିଡ଼ାଉଥାଏ