Home Oriya Odia Dictionary

Download Oriya Odia Dictionary APP

Partition Oriya Odia Meaning

ବିଭାଜନ, ଭାଗ

Definition

କୌଣସି ସଂଖ୍ୟାକୁ ଦ୍ୱିତୀୟ ସଂଖ୍ୟା ଦ୍ୱାରା ଭାଗ କରିବା କାମ
ଅଲଗା ଅଲଗା ଭାଗ ବା ଅଂଶରେ ବାଣ୍ଟିବା କାର୍ଯ୍ୟ ବା ଭାବ

Example

ଆଜି ଶ୍ରେଣୀରେ ଗଣିତର ଭାଗକ୍ରିୟା ଶିଖାଯିବ
ରାମ ତା ଦୁଇପୁଅଙ୍କ ନିମନ୍ତେ ଘରକୁ ବିଭାଜନ କରିଦେଲେ