Home Oriya Odia Dictionary

Download Oriya Odia Dictionary APP

Placard Oriya Odia Meaning

ପୋଷ୍ଟର, ବିଜ୍ଞାପନ

Definition

ବିକ୍ରିପାଇଁ ଥିବା ମାଲ ବା ଆଉ କିଛି ବିଷୟର ସୂଚନା ଯାହା ସମସ୍ତଙ୍କୁ ବିଶେଷତଃ ପତ୍ର, ରେଡିଓ, ଏବଂ ଦୂରଦର୍ଶନଆଦି ମାଧ୍ୟମରେ ସୂଚାଇ ଦିଆଯାଏ
କାନ୍ଥଆଦିରେ ଲଗାଯାଇଥିବା ସୂଚନା ପତ୍ର ଯାହାଦ୍ୱାରା କୌଣସି ବିଷୟ ଲୋକମାନଙ୍କୁ

Example

ଆଜିର ଖବର କାଗଜ ବିଜ୍ଞାପନରେ ଭର୍ତ୍ତି
ଏହି ଫିଲ୍ମର ବିଜ୍ଞାପନ ଗଳିଗଳିରେ ଲଗାଯାଇଛି
କମ୍ପାନୀଗୁଡ଼ିକ ଟିଭିଆଦି ମାଧ୍ୟମରେ ନିଜର ଉତ୍ପାଦନର ପ୍ରଚାର କରନ୍ତି
ସରକାର ଘୋଷଣାପତ୍ର ଜାରି କରିଛନ୍ତି