Home Oriya Odia Dictionary

Download Oriya Odia Dictionary APP

Qaeda Oriya Odia Meaning

ଅଲ୍-କାୟଦା

Definition

ସ୍ଥିର କରାଯାଇଥିବା ନିୟମ ଓ ବିଧାନ, ଯାହାର ପାଳନ ସମସ୍ତଙ୍କପାଇଁ ଆବଶ୍ୟକ ଓ ଅନିବାର୍ଯ୍ୟ ଏବଂ ଯାହାର ଉଂଲଘନ କଲେ ମନୁଷ୍ୟ ଦଣ୍ଡିତ ହୁଏ ବା ହୋଇପାରେ
ବ୍ୟବହାର ବା ଆଚରଣ ବିଷୟରେ ନୀତି, ନିୟମ,ଧର୍ମଆଦି ଦ୍ୱାରା ନିରୂପିତ ଢଙ୍ଗ ବା ପ୍ରତିବନ୍ଧ
ବହୁତ

Example

ନିୟମ ବିପରୀତ କୌଣସି ବି କାର୍ଯ୍ୟ ଆପଣଙ୍କୁ ସଙ୍କଟରେ ପକାଇପାରେ
ଆମକୁ ନିଜର ସିଦ୍ଧାନ୍ତଗୁଡ଼ିକୁ ପାଳନ କରିବା ଆବଶ୍ୟକ
ସବୁ ସମାଜର ବୈବାହିକ ପରମ୍ପରା ଭିନ୍ନ
ଯଦି ତୁମେ ଏହି ଢଙ୍ଗରେ କାମ କରିବ, ତେବେ ପରେ