Home Oriya Odia Dictionary

Download Oriya Odia Dictionary APP

Refusal Oriya Odia Meaning

ଅସ୍ବୀକାର, ନାମଞ୍ଜୁର

Definition

କୌଣସି କଥା ବା କାର୍ଯ୍ୟଆଦିରେ ସହମତ ନହେବା କ୍ରିୟା ବା ଭାବ
ସ୍ୱୀକାର ନକରିବା କ୍ରିୟା ବା ଭାବ
କୌଣସି ବସ୍ତୁ, କଥା ଆଦି ସ୍ୱୀକାର ନ କରିବାର ପ୍ରକ୍ରିୟା

Example

ସଦସ୍ୟମାନଙ୍କ ଅସହମତି କାରଣରୁ ଏହି ବିଷୟ ଶେଷପର୍ଯ୍ୟାୟରେ ଅଟକି ରହିଛି
ପ୍ରଧାନାଚାର୍ଯ୍ୟ ମୋର ପ୍ରାର୍ଥନା ପତ୍ର ଉପରେ ନିଜର ଅସ୍ୱୀକୃତି ଜଣାଇଲେ