Home Oriya Odia Dictionary

Download Oriya Odia Dictionary APP

Research Oriya Odia Meaning

ଅନୁଶୀଳନ, ଅନୁସନ୍ଧାନ, ଅନୁସନ୍ଧିତ୍ସା, ଅନ୍ୱେଷଣ, ଗବେଷଣା, ପରିଶୀଳନ, ଶୋଧ

Definition

କୌଣସି ବିଷୟର ଅଭିନବ ଅନୁଶୀଳନ କରି ସେ ସଂପର୍କିତ ନୂତନ ତଥ୍ୟ ଜାଣିବା ପ୍ରକ୍ରିୟା
କୌଣସି ବିଷୟ ସମ୍ବନ୍ଧୀୟ ତଥ୍ୟ ବାବଦରେ ପରୀକ୍ଷଣ କରିବାର କାମ
କୌଣସି ଘଟଣା କିମ୍ବା ବିଷୟରେଥିବା ମୂଳ କାରଣର

Example

ବୈଜ୍ଞାନିକ ଅନୁସନ୍ଧାନର ଫଳ ହେଉଛି ରୋବଟ୍‌
ଏହି ଘଟଣାର ଯାଞ୍ଚ ଉଚ୍ଚ ଅଧିକାରୀଙ୍କଦ୍ୱାରା କରାଯିବ