Home Oriya Odia Dictionary

Download Oriya Odia Dictionary APP

Riddance Oriya Odia Meaning

ବହିଷ୍କରଣ, ବହିଷ୍କାର

Definition

କୌଣସି ପ୍ରକାର ଜଂଜାଳ, ବନ୍ଧନ, ଝଂଝଟ ଇତ୍ୟାଦିରୁ ମୁକ୍ତ ହେବାର କ୍ରିୟା
ଦାୟିତ୍ବ, ଦେଣା ଆଦିରୁ ମୁକୁଳିବାର ଅବସ୍ଥା ବା ଭାବ
ମୃତ୍ୟୁର ଫଳସ୍ବରୂପ ସାଂସାରିକ କଷ୍ଟଭୋଗର ସମାପ୍ତି ଅଥବା ଏଥିରୁ ମିଳୁଥିବା ମୁକ୍ତି
ମୁକ୍ତକରିବା ବା ହେବାର ଅବସ୍ଥା ବା ଭାବ

Example

କୌଣସି ପ୍ରକାର ବନ୍ଧନରୁ ମୁକ୍ତି ହେବାର ଆଶା ସମସ୍ତଙ୍କର ଥାଏ
ଅତିରିକ୍ତ କରଜରୁ ମୁକୁଳିବା ପାଇଁ ଘର ବିକିବା ଛଡା ଅନ୍ୟ ଗତିନାହିଁ
କ୍ଷୀଣରୋଗରେ ପୀଡିତ ଜୀବନରୁ ସେ ଦିନରାତି ମୁକ୍ତି କାମନା କରୁଛି