Home Oriya Odia Dictionary

Download Oriya Odia Dictionary APP

Scar Oriya Odia Meaning

ଦାଗ

Definition

କାହା ଉପରେ ଲଗାଯାଇଥିବା ଦୋଷ
ନିଜେ ନିଜେ ତିଆରି ହୋଇଥିବା ବା କୌଣସି ଜିନିଷର ସମ୍ପର୍କ ସଙ୍ଘର୍ଷ ବା ଚାପିବାଦ୍ୱାରା ପଡ଼ିଥିବା ଚିହ୍ନ
କୌଣସି ସ୍ଥାନରେ ଲାଗିଥିବା ବା ପଡ଼ିଥିବା ଚିହ୍ନ
କୌଣସି ବସ୍ତୁ ବା କଥା ଉପରେ

Example

ନଜାଣି ନଶୁଣି କାହା ଚରିତ୍ରରେ କଳଙ୍କ ଲଗାଇବା ଠିକ୍‌ ନୁହେଁ
ମରୁଭୂମିରେ ସ୍ଥାନେସ୍ଥାନେ ଓଟର ପାଦ ଚିହ୍ନ ପଡ଼ିଥିବା ଦେଖାଯାଏ
ଅନେକଥର ଧୋଇଲା ପରେ ବି ଏହି ଲୁଗାରେ ଲାଗିଥିବା ଦାଗ ଛାଡ଼ିଲା ନାହିଁ
ଆଜିର ଯୁବକମାନଙ୍କ ଉପରେ ପା