Home Oriya Odia Dictionary

Download Oriya Odia Dictionary APP

Swarm Oriya Odia Meaning

ଉଛୁଳି ପଡିବା, ଗୋଷ୍ଠୀ, ଦଳ, ପଲ, ଭାଙ୍ଗିବା, ସମୂହ

Definition

ଏକାଠି ହୋଇ ରହୁଥିବା ଗୋଟିଏ ଜଙ୍ଗଲୀ ସ୍ତନ୍ୟପାୟୀ ଜାତିର ଦଳ
ଗତିଶୀଳ ଭିଡ଼ ବା ଚାଲୁଥିବା ଅବସ୍ଥାର ଭିଡ଼ ଯାହା କେଉଁଠାରୁ ଆସୁଥାଏ ବା ଯାଉଥାଏ

Example

ଚାଷଜମିକୁ ପଶୁଗୋଠ ନଷ୍ଟଭ୍ରଷ୍ଟ କରିଦେଉଛି
ହରିଣଦଳରୁ ଅଲଗା ହୋଇଯାଇଥିବା ଶାବକକୁ ହେଟାବାଘ ମାଡ଼ିବସିଲା
ଲୋକମାନଙ୍କ ଦଳର ଆଗେଆଗେ ଜଣେ ଯୁବକ ଚାଲୁଥିଲା