Home Oriya Odia Dictionary

Download Oriya Odia Dictionary APP

Wasteland Oriya Odia Meaning

ଅନୁର୍ବର ଜମି, ଉସର ଜମି, ନିକୃଷ୍ଟ ଜମି, ନିଷ୍ଫଳା ଜମି, ପତିତ ଜମି, ବନ୍ଧ୍ୟ ଜମି

Definition

ଯେଉଁ ଭୂମିରେ ଜୀବାଶ୍ମ ଅଧିକ ଏବଂ ଚାଷପାଇଁ ଯୋଗ୍ୟ ନୁହେଁ

Example

ବହୁତ ଦିନ ପର୍ଯ୍ୟନ୍ତ ଚାଷ ନ କରିବାରୁ ଏହି ଜମି ଅନୁର୍ବର ହୋଇଯାଇଛି