Home Oriya Odia Dictionary

Download Oriya Odia Dictionary APP

Zone Oriya Odia Meaning

ମଣ୍ଡଳ, ଶୀତ କଟିବନ୍ଧ, ହିମ କଟିବଂଧ, ହିମ ମଣ୍ଡଳ

Definition

କ୍ଷେତ୍ରଆଦିର ଏଭଳି ବିଭାଗ ଯାହା ଜଣେ ବିଶେଷ ଅଧିକାରୀଙ୍କ ଅଧୀନରେ ଥାଏ ଏବଂ ଯାହା ଜିଲ୍ଲାଆଦିରେ ବିଭାଜିତ ହୋଇଥାଏ
ଭୂଭାଗର ଏକ ଅଂଶ
କୌଣସି କାମ ବା ଉଦ୍ଦେଶ୍ୟ ସାଧନପାଇଁ ଅଭିପ୍ରେତ ଲୋକସମୂହ
ଭୂଗୋଳରେ ଗରମ ଓ

Example

ସେ ଉତ୍ତରପ୍ରଦେଶର ଗୋରଖପୁର ମଣ୍ଡଳର ଅଧିବାସୀ
ଗ୍ରାମୀଣ କ୍ଷେତରେ ଏବେବି ବିଜୁଳି ସମସ୍ୟା ଲାଗିରହିଛି
ଆଜିକାଲି ସମାଜରେ ନିତି ନୂଆ ନୂଆ ଦଳ ମୁଣ୍ଡ ଟେକୁଛନ୍ତି
ଉତ୍ତର ମେରୁ ହିମ ମଣ୍ଡଳରେ ଆସୁଅଛି